ସ୍ବଦେଶୀ ମେଳା କରିବାକୁ ଏନ୍ଡିଏ ଏମ୍ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ନୂଆଦିଲ୍ଲୀ,୯ା୯(ପି.ଟି.): ଭାରତ ତିଆରି ସାସଗ୍ରୀଗୁଡ଼ିକର ପ୍ରଚାରପ୍ରସାର କରାଇବା ସହ ଜିଏସ୍ଟି ହ୍ରାସ ଉପରେ ବ୍ୟବସାୟୀ ଓ ଜନସାଧାରଣଙ୍କ ସହ ସିଧାସଳଖ ଆଲୋଚନା ପାଇଁ ଏନ୍ଡିଏ ଏମ୍ପିମାନେ ନିଜ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ସ୍ବଦେଶୀ ମେଳା ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର...