ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର...