ଆରପାରିରେ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଭୁବନେଶ୍ୱର,୨୭/୧୦: ଓଡ଼ିଆ ସିନେ ଜଗତର ବରିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ। ବହୁଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ ସ୍ୱରୂପ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ...