Tag Archives: Swati Maliwal

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିବାକୁ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ କର୍ମଚାରୀମାନେ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା କଥିତ ଆକ୍ରମଣ ପରେ ତାଙ୍କ ମୁହଁ ଏବଂ ଗୋଡ଼ରେ କ୍ଷତଚିହ୍ନ ରହିଛି। ଏମ୍ସର...

Video: ସ୍ୱାତୀ ମାଲିୱାଲଙ୍କୁ ଏହିପରି ଦୁର୍ବ୍ୟବହାର କରିଥିଲେ ବୈଭବ କୁମାର

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। ଏହି ମାମଲାରେ ଘଟଣା ସମୟର ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓ...

”୭-୮ ଚାପୁଡ଼ା, ଛାତି, ପେଟକୁ ଗୋଇଠା ମାରିଲେ”: FIR’ରେ ଲେଖିଲେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବୈଭବ କୁମାରଙ୍କ ବିରୋଧରେ ସ୍ୱାତୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଅଭିଯୋଗରେ...

ମୁଖ୍ୟମନ୍ତ୍ରୀଙ୍କ ସହଯୋଗୀ ଦୁର୍ବ୍ୟବହାର କରିଥିବା ଅଭିଯୋଗ କଲେ ଏଏପି ଏମପି ସ୍ଵାତି ମାଲିୱାଲ

ନୂଆଦିଲ୍ଲୀ, ୧୩ା୫: ଏଏପି ଏମପି ସ୍ଵାତି ମାଲିୱାଲଙ୍କୁ ଅରବିନ୍ଦ କେଜ୍ରିୱାଲଙ୍କ ସହଯୋଗୀ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ ସୋମବାର ସକାଳେ ଦିଲ୍ଲୀ ପୋଲିସକୁ ଦୁଇଟି କ୍ରମାଗତ କଲ ଆସିଥିଲା, ଉଭୟ ସିଭିଲ୍ ଲାଇନରେ ଥିବା ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri