ବରଗଡ଼କୁ ଲମ୍ବିଛି ଝାଡୁଦାର ନିଯୁକ୍ତି ଠକେଇର ଚେର, ଜିଲାପାଳଙ୍କୁ ଭେଟି ମହିଳା… ବରଗଡ଼,୨୬ା୧୦(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଜିଲା ବୁର୍ଲା ଥାନା ପୋଲିସ ହାତରେ ଧରାପଡ଼ିଥିବା ଝାଡୁଦାର ନିଯୁକ୍ତି ଠକେଇର ଚେର ବରଗଡ଼ ଜିଲାକୁ ଲମ୍ବିଛି। ଶୁକ୍ରବାର ଭଟଲି ଥାନାରେ ଏଭଳି ଠକେଇ ଅଭିଯୋଗ ନେଇ ଦୁଲଣା କୁମ୍ଭାର ସମେତ ଅନେକ ମହିଳା ଏତଲା ଦେଇଛନ୍ତି।…