ସ୍ବାସ୍ଥ୍ୟବର୍ଦ୍ଧକ କନ୍ଦମୂଳ: ଖାଇବାକୁ ଯେମିତି ସୁସ୍ବାଦୁ, ଶରୀର ପାଇଁ ସେମିତି ଉପକାରୀ କନ୍ଦମୂଳ ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍ ଉପକାରୀ ମଧ୍ୟ ହୋଇଥାଏ। କାରଣ ଏଥିରେ ଭରି ରହିଥାଏ ଭିଟାମିନ୍ ଏ, ବିଟା କ୍ୟାରୋଟିନ୍, ମିନେରାଲ୍ସ ଓ ଆଣ୍ଟି ଅକ୍ସିଡାଣ୍ଟ ଇତ୍ୟାଦି। କୁହାଯାଏ, କନ୍ଦମୂଳ ଖାଇବା ଦ୍ୱାରା...