ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ… ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ ୧୩ରୁ ଅଧିକ ଆହତ ହୋଇଛନ୍ତି। ଶନିବାର ଏହି ଘଟଣା ଘଟିଛି। ଏପରିକି ଏହି…