ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି… ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ କରିଛି। ତଥାପି, ଇରାନ ଲେବାନନ ସମ୍ପର୍କରେ ଏକ ଦୃଢ଼ ମତ ବଜାୟ ରଖିଛି,…