ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ। ଏହି ଗଣ ଗୁଳିକାଣ୍ଡରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି...