Tag Archives: T20 CRICKET

ଗ୍ଲେନ ମ୍ୟାକ୍ସୱେଲଙ୍କ ରହିଗଲା ଅବଶୋଷ: ପୂରଣ ପୂର୍ବରୁ କ୍ରିକେଟ୍‌କୁ କହିଦେଲେ ଅଲବିଦା

ନୂଆଦିଲ୍ଲୀ,୩।୧୧:ଅଷ୍ଟ୍ରେଲିଆର ଷ୍ଟାର୍‌ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଛନ୍ତି। କେବଳ ଅନ୍ତର୍ଜାତୀୟ କ୍ରିକେଟ ନୁହେଁ, ଫାଷ୍ଟ କ୍ଲାସ ଓ ଲିଷ୍ଟ-ଏ କ୍ରିକେଟ୍‌ରୁ ମଧ୍ୟ ସେ ଅବସର ଘୋଷଣା କରିଛନ୍ତି। ତେବେ କ୍ରିକେଟ୍‌କୁ ବିଦାୟ ଦେବା ସମୟରେ ତାଙ୍କ ମନରେ…

IPLକ୍ୟାଲେଣ୍ଡରରେ ବଡ଼ ପରିବର୍ତ୍ତନ ଚାହୁଁଛନ୍ତି ଲଲିତ ମୋଦି: ଦେଲେ ଏମିତି ପ୍ରସ୍ତାବ

ନୂଆଦିଲ୍ଲୀ,୩।୧୧: ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଫ୍ରାଞ୍ଚାଇଜ ଲିଗ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ଆୟୋଜନକୁ ନେଇ ବଡ଼ ପ୍ରସ୍ତାବ ଦେଇଛନ୍ତି ଲିଗ୍‌ର ପ୍ରତିଷ୍ଠାତା ଲଲିତ ମୋଦି। ଆଇପିଏଲ୍‌ର ବର୍ତ୍ତମାନର ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ଥିବା ଆୟୋଜନ ସମୟକୁ ପରିବର୍ତ୍ତନ କରି…

ବଡ଼ ରେକର୍ଡ କରିଦେଲେ ଶ୍ରେୟସ ଆୟର: ରୋହିତ ଶର୍ମାଙ୍କୁ ପକାଇଲେ ପଛରେ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ ଭାରତୀୟ ଦଳକୁ ଚତୁର୍ଥ ମ୍ୟାଚ୍‌ରେ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପ୍ରଥମ ୩ଟି ମ୍ୟାଚ ଜିତି ସିରିଜ ହାତେଇଥିବା ଟିମ ଇଣ୍ଡିଆ ଚତୁର୍ଥ ମ୍ୟାଚ୍‌ରେ ୮୭ ରନ୍‌ରେ ପରାସ୍ତ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ ତିଲକ ବର୍ମା ଆକ୍ରମଣାତ୍ମକ ବ୍ୟାଟିଂ କରି ଦଳୀୟ ସ୍କୋରରେ ୫୭ ରନ ଯୋଡ଼ିଥିଲେ।…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦ ଲିଗ ଖେଳାଯାଉଛି। ତେବେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଭାରତ ପାଇଁ ସବୁଠୁ ଦ୍ରୁତ…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ ବ୍ୟାଟରେ ପ୍ରଭାବ ପକାଇପାରିଲେ ନାହିଁ, ୮ ବଲରେ ୮ ରନ କରିବା ପରେ…

ମାତ୍ର ୭ ରନ୍‌ରେ ଅଲଆଉଟ୍‌: ଟି-୨୦ କ୍ରିକେଟରେ ୫ ସବୁଠୁ ଲଜ୍ଜାଜନକ ସ୍କୋର

ନୂଆଦିଲ୍ଲୀ,୩।୭: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ଗୋଟିଏ ଦଳ ମାତ୍ର ୭ ରନ୍‌ରେ ଅଲଆଉଟ୍‌ ହେବା ଏକ ଆଶ୍ଚର୍ଯ୍ୟଜନକ କଥା। ଅନ୍ତର୍ଜାତୀୟ ୨୦ରେ ସବୁଠାରୁ ଲଜ୍ଜାଜନକ ସ୍କୋରର ରେକର୍ଡ ଆଇଭରି କୋଷ୍ଟ ପାଖରେ ଅଛି। ୨୪ ନଭେମ୍ବର 2024 ରେ ଆବୁଜା ଗ୍ରାଉଣ୍ଡରେ…

ଇତିହାସ ରଚିଲେ ରଶିଦ ଖାନ: ଟି-୨୦ରେ କଲେ ବଡ଼ କାରନାମା

କାବୁଲ,୫।୨: ଆଫଗାନିସ୍ତାନର ଷ୍ଟାର ସ୍ପିନର ରଶିଦ ଖାନ ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାର ବିଶ୍ୱ ରେକର୍ଡ କରିଛନ୍ତି। ସେ ୱେଷ୍ଟଇଣ୍ଡିଜର ପୂର୍ବତନ ଅଲରାଉଣ୍ଡର ଡ୍ବେନ ବ୍ରାଭୋଙ୍କୁ ପଛରେ ପକାଇ ସର୍ବାଧିକ ଉଇକେଟ ନେବାର ରେକର୍ଡ କରିଛନ୍ତି। ରଶିଦ ବର୍ତ୍ତମାନ ଏସଏ୨୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?