ଜାରି ହେଲା ICCର ନୂଆ ରାଙ୍କିଙ୍ଗ୍: ଉପରକୁ ଉଠିଲେ ଅଭିଷେକ, ଜାଣନ୍ତୁ କିଏ କେଉଁ ସ୍ଥାନରେ…
ନୂଆଦିଲ୍ଲୀ,୧୬।୯: ICC ପକ୍ଷରୁ ବୁଧବାର ନୂଆ T20 ରାଙ୍କିଂ ଜାରି କରାଯାଇଛି। ଏଥିରେ ଭାରତୀୟ ବ୍ୟାଟର୍ ଅଭିଷେକ ଶର୍ମାଙ୍କୁ ବଡ଼ ଫାଇଦା ମିଳିଛି। ସେ T20 ବ୍ୟାଟିଂ ରାଙ୍କିଂରେ ଗୋଟିଏ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ସେହିପରି…

