ଟିମ୍ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ ମଧ୍ୟରେ ରିଙ୍କୁ ନିଜ ପିତାଙ୍କୁ ହରାଇଛନ୍ତି। କିନ୍ତୁ ଏହି ବଡ଼ ବ୍ୟକ୍ତିଗତ କ୍ଷତି…