ବିଶ୍ୱବିଜେତା ଟିମ୍ଇଣ୍ଡିଆର ଖେଳାଳିଙ୍କୁ ବିସିସିଆଇ ଦେଲା ‘ଡାଏମଣ୍ଡ ରିଙ୍ଗ’: ଦାମ୍ ଜାଣିଲେ ଉଡିଯିବ ହୋଶ୍
ନୂଆଦିଲ୍ଲୀ,୮।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା। ଟିମ ଇଣ୍ଡିଆର ବିଜୟ ପରେ, ଏକ ବିଜୟ ପରେଡ ମଧ୍ୟ ଆୟୋଜନ କରାଯାଇଥିଲା। ଏହା ପରେ ପୁରସ୍କାର କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଭାରତୀୟ...
ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ
ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ...
ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ
ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮ ରନରେ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଛି। ନ୍ୟୁଜିଲାଣ୍ଡ ୨୦ ଓଭରରେ ୪ ଉଇକେଟ...
ଟି-୨୦ ବିଶ୍ୱକପ୍ରେ ଜିତିଲେ ମିଳିବ ଏତେ ଟଙ୍କା, ଆଉ ସେଞ୍ଚୁରୀ ମାରିଲେ…
ନୂଆଦିଲ୍ଲୀ,୨୯।୬: ଟି-୨୦ ବିଶ୍ୱକପ (ଭାରତ ବନାମ ଦକ୍ଷିଣ ଆଫ୍ରିକା ଫାଇନାଲ ୨୦୨୪)ର ଅନ୍ତିମ ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେବାକୁ ଯାଉଛନ୍ତି। ଭାରତୀୟ ଦଳ ୧୦ବର୍ଷ ପରେ ଟି-୨୦ ବିଶ୍ୱକପ ଫାଇନାଲରେ ଏଣ୍ଟ୍ରି କରିଛି। ଭାରତ ଶେଷ...
୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ
ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ...
ଭାରତ-ପାକିସ୍ତାନ ମ୍ୟାଚ୍ ଟିକେଟ୍ ପାଇଁ ସଂଗ୍ରାମ … ୧.୮୬ କୋଟିରେ ପହଞ୍ଚିଲା ମୂଲ୍ୟ
ନୂଆଦିଲ୍ଲୀ, ୪ା୩: ଚଳିତ ବର୍ଷ ଆଇସିସି ଟ୍ରଫି ଜିତିବା ପାଇଁ ଭାରତୀୟ ଦଳ ପାଖରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି। ଚଳିତ ବର୍ଷ ଜୁନ୍ ମାସରେ ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକା ଦ୍ୱାରା ଆୟୋଜିତ ଟି୨୦ ବିଶ୍ୱକପ୍ ଖେଳାଯିବ। ଏଥିରେ ଭାରତୀୟ...
୪୦ ବର୍ଷ ବୟସରେ ପୁଣି ଅନ୍ତର୍ଜାତୀୟ କ୍ରିକେଟ୍କୁ ଫେରିବେ ଏହି କ୍ରିକେଟର୍! ଟି-୨୦ ବିଶ୍ୱକପ୍ରେ ଦେଖାଇବେ ଜଲଓ୍ବା
ନୂଆଦିଲ୍ଲୀ,୯।୧: SA ଟି-୨୦ ଲିଗରେ ଚେନ୍ନାଇ ଫ୍ରାଞ୍ଚାଇଜ ଅଧିନାୟକ ଥିବା ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିପାରିବେ। ଟି-୨୦ ବିଶ୍ୱକପ ଖେଳିବା ନେଇ ସେ ଏକ ବଡ ବିବୃତ୍ତି ଦେଇଛନ୍ତି। ଡୁ ପ୍ଲେସିସ କହିଛନ୍ତି...
କୋହଲି-ରୋହିତଙ୍କ ପ୍ରତ୍ୟାବର୍ତ୍ତନ ଏହି ଖେଳାଳିଙ୍କ ପାଇଁ ସତର୍କ ଘଣ୍ଟି
ନୂଆଦିଲ୍ଲୀ,୮।୧: ଟି-୨୦ ବିଶ୍ୱକପକୁ ଦୃଷ୍ଟିରେ ରଖି ଆଫଗାନିସ୍ତାନ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରାଯାଇଛି। ଏହି ୧୬ ଜଣିଆ ଦଳରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ସ୍ଥାନ ମିଳିଛି। ଏହି ଦୁଇ ମହାନ ଖେଳାଳି ଗତ...
ଟି-୨୦ ବିଶ୍ୱକପ୍ ଖେଳିବେ କି ରୋହିତ ଶର୍ମା: ଜାଣନ୍ତୁ ଏନେଇ କ’ଣ କହିଲେ ହିଟ୍ମ୍ୟାନ୍
ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଅଧିନାୟକ ରୋହିତ ଶର୍ମା ଟି-୨୦ ବିଶ୍ୱକପ ୨୦୨୪ ଖେଳିବା ବିଷୟରେ ନିଜ ମତ ରଖିଛନ୍ତି। ରୋହିତ କହିଛନ୍ତି, କ୍ରିକେଟ ଖେଳିବାକୁ ଏକ ଇଚ୍ଛା ଅଛି। ସମସ୍ତେ ଭଲ କରିବାକୁ ଏବଂ ସମସ୍ତ ମ୍ୟାଚ ଖେଳିବାକୁ ଚାହୁଁଛନ୍ତି। ମୁଁ...
ଟିମ୍ ଇଣ୍ଡିଆର ଅଡ଼ୁଆ ବଢିପାରେ
ଡର୍ବାନ, ୧୧ା୧୨: ବର୍ଷା ଯୋଗୁ ଡର୍ବାନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ବାତିଲ ହୋଇଛି। ପ୍ରଥମ ଟି-୨୦ ରଦ୍ଦ ହେବା ଭାରତ ପାଇଁ ଏକ ବଡ ସମସ୍ୟା ହୋଇପାରେ। କାରଣ ବର୍ତ୍ତମାନ ୨୦୨୪ରେ ଖେଳାଯିବାକୁ ଥିବା...
୨୦୨୪ ଟି୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଉଗାଣ୍ଡା
ନୂଆଦିଲ୍ଲୀ,୩୦।୧୧: ଆଗାମୀ ଆଇସିସି ଟି୨୦ ବିଶ୍ୱକପ୍ ୨୦୨୪ ମସିହାରେ ଜୁନ୍ ମାସରେ ଆୟୋଜିତ ହେବ। ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକା ଏହି ମେଗା ଇଭେଣ୍ଟ ଆୟୋଜନ କରୁଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଆଫ୍ରିକୀୟ ଦେଶ ଉଗାଣ୍ଡା ଶେଷ ଦଳ ଭାବରେ ଯୋଗ୍ୟତା...
କ୍ରିକେଟ୍ରେ କମାଲ୍ କଲା ଉଗାଣ୍ଡା: ୨୦୨୪ ବିଶ୍ୱକପ୍ରେ ହୋଇପାରେ ସାମିଲ୍
ନୂଆଦିଲ୍ଲୀ,୨୭।୧୧: ଉଗାଣ୍ଡା କ୍ରିକେଟ ଦଳ ଏକ ସ୍ମରଣୀୟ ବିଜୟ ହାସଲ କରିଛି। ଏହି ଦଳ ଟି-୨୦ କ୍ରିକେଟରେ ଜିମ୍ବାୱେକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମ ଥର ପାଇଁ ଉଗାଣ୍ଡା କ୍ରିକେଟରେ ଏକ ବଡ ଦଳକୁ ପରାସ୍ତ କରିଛି। ବିଶେଷ...
Archives


