ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?
ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲରେ ଏକ ହାଇ-ସ୍କୋରିଂ ମ୍ୟାଚ୍ରେ ଭାରତ ୭ ରନରେ ବିଜୟୀ…
T୨୦ ବିଶ୍ୱକପ୍ ଜିତିବାକୁ ହେଲେ ଅଭିଷେକ-ବରୁଣଙ୍କୁ ବାହାର କର…ଦଳ ପାଇଁ ବୋଝ ପାଲଟିଲେଣି ବିଶ୍ୱର ନଂ-୧ ଖେଳାଳି
ନୂଆଦିଲ୍ଲୀ,୬।୩: ଟି-୨୦ ବିଶ୍ୱକପ୍ ୨୦୨୬ର ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଭାରତୀୟ ଦଳ ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଖେଳିଯାଇଥିବା ବେଳେ ଟିମ ମ୍ୟାନେଜମେଣ୍ଟ ପାଇଁ କିଛି ଗମ୍ଭୀର ସମସ୍ୟା ମଧ୍ୟ ସାମ୍ନାକୁ ଆସିଛି।…
ଇତିହାସ ରଚିଲା ଭାରତ: ଭାଙ୍ଗିଗଲା ବିଶ୍ୱରେକର୍ଡ, କ୍ରିକେଟ ଇତିହାସରେ ପ୍ରଥମଥର ଘଟିଲା…
ମୁମ୍ବାଇ,୬।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଟି୨୦ ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲ କ୍ରିକେଟ ଇତିହାସର ସବୁଠାରୁ ରୋମାଞ୍ଚକର ଏବଂ ଉଚ୍ଚ ସ୍କୋରିଂ ମ୍ୟାଚ ମଧ୍ୟରୁ ଗୋଟିଏ ପ୍ରମାଣିତ ହୋଇଥିଲା। ଭାରତ ଇଂଲଣ୍ଡକୁ ମାତ୍ର ୭ ରନରେ ପରାସ୍ତ କରି ଫାଇନାଲକୁ…
ମ୍ୟାଚ ସମୟରେ ଦ୍ବନ୍ଦ୍ବରେ ପଡିଗଲେ ସୂର୍ଯ୍ୟକୁମାର ଯାଦବ, ଗୌତମ ଗମ୍ଭୀରଙ୍କୁ ସାହାଯ୍ୟ ମାଗିବା ପରେ ଚମତ୍କାର….
ନୂଆଦିଲ୍ଲୀ,୬।୩:ଭାରତ ୭ ରନରେ ଜିତି ଫାଇନାଲରେ ପ୍ରବେଶ କରିଛି । ଭାରତୀୟ ବ୍ୟାଟସମ୍ୟାନମାନେ ଦମଦାର ପ୍ରଦର୍ଶନ କରି ୨୦ ଓଭରରେ ୭ ୱିକେଟରେ ୨୫୩ ରନ କରିଥିଲେ । ଯାହା ପରେ ଇଂଲଣ୍ଡ ୨୦ ଓଭରରେ ୭ ୱିକେଟରେ ୨୪୬ ରନ…
ଅକ୍ଷର ପଟେଲ ସାଜିଲେ ‘ସୁପରମ୍ୟାନ୍’: ୨୪ ମିଟର ପଛକୁ ଦୌଡ଼ି ଧରିଲେ ଏମିତି ଅସମ୍ଭବ କ୍ୟାଚ୍, ସ୍ତବ୍ଧ ହୋଇଗଲା…
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ ୨୦୨୬ର ପ୍ରତିଟି ମ୍ୟାଚରେ ଚମତ୍କାର କ୍ୟାଚ୍ ଦେଖିବାକୁ ମିଳୁଛି। କିନ୍ତୁ ସେମିଫାଇନାଲ ଭଳି ହାଇ-ଭୋଲଟେଜ ମ୍ୟାଚ୍ରେ ଅକ୍ଷର ପଟେଲ ଯେଉଁ କ୍ୟାଚ ଧରିଛନ୍ତି, ତାହା କ୍ରିକେଟ ପ୍ରେମୀଙ୍କୁ ଚକିତ କରିଦେଇଛି। ଇଂଲଣ୍ଡ ଅଧିନାୟକ ହ୍ୟାରୀ ବ୍ରୁକ୍ଙ୍କୁ ଆଉଟ…
ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ ଏବେ ବିଶ୍ୱକପ ଟ୍ରଫିଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି। ଆସନ୍ତା ମହାଲଢ଼େଇରେ…
IND vs ENG: ଇଂଲଣ୍ଡ ଉପରେ ଲାଗିଲା ୭୪ ରନ୍ର ‘ପେନାଲ୍ଟି’! ସେମିଫାଇନାଲରେ ଗୋଟିଏ ଭୁଲ ପାଇଁ ହାତରୁ ମ୍ୟାଚ୍ ଗଲା
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ପ୍ରଦର୍ଶନ ଦେଖିବାକୁ ମିଳିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୫୩ ରନର ଏକ ବିଶାଳ ସ୍କୋର ଛିଡ଼ା କରିଛି। ତେବେ…
ସେମିଫାଇନାଲରେ ଭାରତର ବିସ୍ଫୋରକ ବ୍ୟାଟିଂ: ଇଂଲଣ୍ଡ ପାଇଁ ୨୫୪ ରନ୍ର ବିଶାଳ ଲକ୍ଷ୍ୟ, ରଚିଲା ନୂଆ ବିଶ୍ୱ ରେକର୍ଡ!
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ର ହାଇଭୋଲଟେଜ ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨୫୩ ରନର ବିଶାଳ ସ୍କୋର ଛିଡ଼ା କରିଛି। ଟି-୨୦ ବିଶ୍ୱକପ…
India vs England Semifinal: ଓ୍ବାଙ୍ଖଡେରେ ମହାଲଢ଼େଇ; ଟସ୍ ହାରିଲେ ସୂର୍ଯ୍ୟକୁମାର, ପ୍ରଥମେ ବ୍ୟାଟିଂ କରିବ…
ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲକୁ ନେଇ ଏବେ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ପହଞ୍ଚିଛି। ଟି-୨୦ ବିଶ୍ୱକପ ଇତିହାସରେ ଏହି ଦୁଇ ଦଳ ଷଷ୍ଠ ଥର ପାଇଁ ପରସ୍ପରର ସାମ୍ନା କରୁଛନ୍ତି।…
ଟି୨୦ ବିଶ୍ୱକପରେ ଇତିହାସ ରଚିଲେ ଫିନ ଆଲେନ: ଭାଙ୍ଗିଲେ ୫ ବଡ଼ ରେକର୍ଡ
କୋଲକାତା,୫।୩: ନ୍ୟୁଜିଲାଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ୍ ଫିନ ଆଲେନ ୨୦୨୬ ଟି୨୦ ବିଶ୍ୱକପ ର ପ୍ରଥମ ସେମିଫାଇନାଲ୍ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩୩ ବଲ୍ରେ ଶତକ ହାସଲ କରି ବିଶ୍ୱ ରେକର୍ଡ ସ୍ଥାପନ କରିଥିଲେ। ଆଲେନଙ୍କ ଇନିଂସରେ ୧୦ ଚୌକା ଏବଂ ୮…
ଆଜି ଭାରତ-ଇଂଲଣ୍ଡ ସେମିଫାଇନାଲ୍: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ମୁମ୍ବାଇ,୫।୩: ସେମିଫାଇନାଲ ଯାତ୍ରାରେ ପଛରେ ପଡ଼ିଯାଇଥିବା ଭାରତୀୟ ଦଳ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ଗୁରୁବାର ୱାଙ୍ଖେଡେ ଷ୍ଟାଡିୟମରେ ଟି-୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍ରେ ଭାରତ ଏବେ ଇଂଲଣ୍ଡର ସ୍ପିନ ବୋଲିଂର ଚ୍ୟାଲେଞ୍ଜର ସମ୍ମୁଖୀନ ହେବ, ଉଭୟ…
ସେମିଫାଇନାଲ୍ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍ ଟାର୍ଗେଟ୍ ଦେଲା ଦକ୍ଷିଣ ଆଫ୍ରିକା
କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ ଆଫ୍ରିକା ୭୭ ରନରେ ପାଞ୍ଚଟି ଉଇକେଟ ହରାଇଥିଲା। ଏହା ମନେ ହେଉଥିଲା ଯେ,…
Archives


