ଟି-୨୦ ବିଶ୍ୱକପ୍ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ ଆଫଗାନିସ୍ତାନ ୧୮୮ ରନ ଲକ୍ଷ୍ୟକୁ…