T20 World Cup 2026

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

2 months ago

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

2 months ago

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

2 months ago

ଟି-୨୦ ବିଶ୍ୱକପ୍ ୨୦୨୬: ବଡ଼ ବିପର୍ଯ୍ୟୟ ଘଟାଇଲା ଜିମ୍ବାୱେ; ଅଷ୍ଟ୍ରେଲିଆ ୨୩ ରନରେ ପରାସ୍ତ

କଲୋମ୍ବୋ,୧୩।୨: ଟି-୨୦ ବିଶ୍ୱକପ୍ ୨୦୨୬ର ୧୯ତମ ମ୍ୟାଚରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୨୩ ରନରେ ପରାସ୍ତ କରି ଜିମ୍ବାୱେ କ୍ରିକେଟ ଜଗତକୁ…

2 months ago

ମାତ୍ର ୨ ବଲ୍‌ରେ ବଡ଼ ରେକର୍ଡ ଭାଙ୍ଗିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପଡ଼ିଆରେ ରୋମାଞ୍ଚକର ଯୁଦ୍ଧ

ନୂଆଦିଲ୍ଲୀ,୧୩।୨: ୨୦୨୬ ଟି-୨୦ ବିଶ୍ୱକପର ୧୮ତମ ମ୍ୟାଚରେ ଟିମ ଇଣ୍ଡିଆ ନାମ୍ବିଆ ବିପକ୍ଷରେ ସହଜ ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ…

2 months ago

ହାଇ-ଭୋଲଟେଜ ମ୍ୟାଚ୍‌ ପୂର୍ବରୁ ଟେନ୍‌ସନ୍‌ରେ ଭାରତ: ଏହି ୪ ବଡ଼ କାରଣ

ନୂଆଦିଲ୍ଲୀ,୧୩।୨: ଟି୨୦ ବିଶ୍ୱକପ୍‌ ୨୦୨୬ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଫେବୃଆରୀ ୧୫ରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି। ରାଜନୈତିକ ବିବାଦ…

2 months ago

ବଡ଼ ଭୁଲ୍ କରିଦେଲେ ସଞ୍ଜୁ ସାମସନ, ଗମ୍ଭୀର ଦେଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ, ୧୩।୨: ନାମିବିଆ ବିପକ୍ଷରେ ଟିମ୍ ଇଣ୍ଡିଆ ୨୦୯ ରନର ବିଶାଳ ସ୍କୋର କରିଥିଲା। ଅଭିଷେକ ଶର୍ମାଙ୍କ ଅନୁପସ୍ଥିତିରେ, ସଞ୍ଜୁ ସାମସନ ଓପନର ଭାବରେ ବିସ୍ଫୋରକ ଭାବରେ…

2 months ago

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯…

2 months ago

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

2 months ago

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

2 months ago

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

2 months ago

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

2 months ago