Tag Archives: T20 World Cup 2026

ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଏକ ଚମତ୍କାର ପ୍ରଦର୍ଶନ…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନଙ୍କ ମଧ୍ୟରେ ୪୮ ରନର ଦମଦାର ଭାଗିଦାରୀ ଦେଖିବାକୁ ମିଳିଥିଲା।…

ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ଖୋଲିଦେଲା ବାଟ, ଏବେ ଟିମ୍‌ ଇଣ୍ଡିଆ ଖେଳିବ ସେମିଫାଇନାଲ?

ନୂଆଦିଲ୍ଲୀ,୨୬।୨: ଅହମ୍ମଦାବାଦରେ ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ୱେଷ୍ଟଇଣ୍ଡିଜ୍‌କୁ ପରାସ୍ତ କରିଛି। ଏହି ବିଜୟ ସହିତ ଦକ୍ଷିଣ ଆଫ୍ରିକା ସେମିଫାଇନାଲ ଆଡ଼କୁ ନିଜର ପାଦ ବଢ଼ାଇବା ସହ ଭାରତୀୟ ଦଳ ପାଇଁ ମଧ୍ୟ ସେମିଫାଇନାଲ ଖେଳିବା…

ବିପଦରେ ଏହି ୫ ଅଧିନାୟକଙ୍କ ପଦ, T20 World Cup ରେ ବିଫଳ ହେବା ପରେ ଘନେଇଲା…

ନୂଆଦିଲ୍ଲୀ,୨୬।୨: ଟି-୨୦ ବିଶ୍ୱକପ ୨୦୨୬ର ଚାମ୍ପିୟନ କିଏ ହେବ, ତାହା ମାର୍ଚ୍ଚ ୮ ତାରିଖରେ ସ୍ପଷ୍ଟ ହୋଇଯିବ। ବର୍ତ୍ତମାନ ଏହି ଦୌଡ଼ରେ ୭ଟି ଦଳ ବାକି ଅଛନ୍ତି। କିନ୍ତୁ ଏହି ବିଶ୍ୱକପ ଶେଷ ହେବା ସହିତ ଅନେକ ବଡ଼ ଦଳର ଅଧିନାୟକ…

T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍‌ ରେସ୍‌ରୁ ପାକିସ୍ତାନ ବିଦା?

ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ମ୍ୟାଚ୍‌କୁ ଇଂଲଣ୍ଡ ୨ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଇଂଲଣ୍ଡ…

ମାତ୍ର ୧୬ ଦିନ ପରେ ରେକର୍ଡ ଭାଙ୍ଗିଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୨: ୱେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ଶିମରନ ହେଟମେୟର ଟି-୨୦ ବିଶ୍ୱକପ୍‌ରେ ଏକ ଭିନ୍ନ ଶୈଳୀ ନଜର ଆସିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ସୁପର ୮ ମ୍ୟାଚ୍‌ରେ ଜିମ୍ବାୱେ ବିପକ୍ଷରେ ମାତ୍ର ୧୯ ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଥିଲେ। ହେଟମେୟରଙ୍କ ଏହି ଅର୍ଦ୍ଧଶତକ ଏକ…

୦,୦,୦,୦,୦,୦,୦,୦,୦,୦,୦,୦…ଟି-୨୦ ବିଶ୍ୱକପରେ ଟିମ୍ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୩।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ୍ ଇଣ୍ଡିଆ ୭୬ ରନରେ ଶୋଚନୀୟ ପରାଜୟ ବରଣ କରିଛି । ଦକ୍ଷିଣ ଆଫ୍ରିକାର ୧୮୭ ରନର ଜବାବରେ ଭାରତୀୟ ଦଳ ମାତ୍ର ୧୧୧ ରନରେ ପତନ ଘଟିଛି ।…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଦକ୍ଷିଣ ଆଫ୍ରିକା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଯୁବ ଓପନର୍‌ ଅଭିଷେକ ଶର୍ମାଙ୍କ ଫର୍ମକୁ ନେଇ ସାରା ଦେଶରେ ଚର୍ଚ୍ଚା…

ଫସିଗଲା ପାକିସ୍ତାନ: ପ୍ରଥମ ମ୍ୟାଚ୍‌ ବାତିଲ, ସେମିଫାଇନାଲ ଖେଳିବା ଏକପ୍ରକାର ମୁସ୍କିଲ? କିଛି ଏମିତି…  

କଲମ୍ବୋ,୨୨।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ବର୍ଷା ବାଧକ ସାଜିଛି। ଗ୍ରୁପ-୨ ରେ ଥିବା ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ କଲମ୍ବୋର ଆର୍‌. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ୍‌ଟି ବର୍ଷା ଯୋଗୁ ବାତିଲ…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ ନିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ସହିତ ମୁକାବିଲା କରିବ। ଏଡେନ ମାର୍କରାମ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି। ସୋସିଆଲ ମିଡିଆ ମାଧ୍ୟମରେ ସେ ଘୋଷଣା କରିଛନ୍ତି, ସେ ଆଇନଗତ ପ୍ରକ୍ରିୟା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri