IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି
କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…
ଭାରତ-ପାକିସ୍ତାନ ମଧ୍ୟରେ ହେବ T20 World Cup 2026 ଫାଇନାଲ? ଜାଣନ୍ତୁ ସମ୍ପୂର୍ଣ୍ଣ ଗଣିତ
ନୂଆଦିଲ୍ଲୀ,୨୮।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଏହି ଦୁଇ ଦଳ ୨୦୨୬ ଟି୨୦ ବିଶ୍ୱକପର ଗ୍ରୁପ ପର୍ଯ୍ୟାୟରେ ପରସ୍ପରକୁ ଭେଟିଥିଲେ। ଭାରତ ଜିତିଥିଲା, କିନ୍ତୁ ଭିନ୍ନ ଭିନ୍ନ ଗ୍ରୁପରେ ସ୍ଥାନିତ…
ଟି-୨୦ ବିଶ୍ୱକପ୍ରୁ ବିଦା ହୋଇଯିବ ପାକିସ୍ତାନ! କେବଳ ବିଜୟ ନୁହେଁ…
ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପାଇଁ ପ୍ରତିଯୋଗିତା ବହୁତ ରୋମାଞ୍ଚକର ହୋଇଗଲାଣି। ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ସହିତ ଇଂଲଣ୍ଡ ଗ୍ରୁପ ୨ରେ ଶୀର୍ଷ ସ୍ଥାନ ପକ୍କା କରିଛି। ଫେବୃଆରୀ ୨୮ ଶନିବାର ପାକିସ୍ତାନ ବନାମ ଶ୍ରୀଲଙ୍କା ମ୍ୟାଚ ଦ୍ୱାରା ଦ୍ୱିତୀୟ…
ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ
ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧ ମାର୍ଚ୍ଚ, ୨୦୨୬ ରେ କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି…
ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍ସନ୍ରେ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଟିମ ଇଣ୍ଡିଆ ଏକ ଚମତ୍କାର ପ୍ରଦର୍ଶନ…
T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…
ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍ରେ ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନଙ୍କ ମଧ୍ୟରେ ୪୮ ରନର ଦମଦାର ଭାଗିଦାରୀ ଦେଖିବାକୁ ମିଳିଥିଲା।…
ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟଇଣ୍ଡିଜ୍କୁ ହରାଇ ଖୋଲିଦେଲା ବାଟ, ଏବେ ଟିମ୍ ଇଣ୍ଡିଆ ଖେଳିବ ସେମିଫାଇନାଲ?
ନୂଆଦିଲ୍ଲୀ,୨୬।୨: ଅହମ୍ମଦାବାଦରେ ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ୱେଷ୍ଟଇଣ୍ଡିଜ୍କୁ ପରାସ୍ତ କରିଛି। ଏହି ବିଜୟ ସହିତ ଦକ୍ଷିଣ ଆଫ୍ରିକା ସେମିଫାଇନାଲ ଆଡ଼କୁ ନିଜର ପାଦ ବଢ଼ାଇବା ସହ ଭାରତୀୟ ଦଳ ପାଇଁ ମଧ୍ୟ ସେମିଫାଇନାଲ ଖେଳିବା…
ବିପଦରେ ଏହି ୫ ଅଧିନାୟକଙ୍କ ପଦ, T20 World Cup ରେ ବିଫଳ ହେବା ପରେ ଘନେଇଲା…
ନୂଆଦିଲ୍ଲୀ,୨୬।୨: ଟି-୨୦ ବିଶ୍ୱକପ ୨୦୨୬ର ଚାମ୍ପିୟନ କିଏ ହେବ, ତାହା ମାର୍ଚ୍ଚ ୮ ତାରିଖରେ ସ୍ପଷ୍ଟ ହୋଇଯିବ। ବର୍ତ୍ତମାନ ଏହି ଦୌଡ଼ରେ ୭ଟି ଦଳ ବାକି ଅଛନ୍ତି। କିନ୍ତୁ ଏହି ବିଶ୍ୱକପ ଶେଷ ହେବା ସହିତ ଅନେକ ବଡ଼ ଦଳର ଅଧିନାୟକ…
T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍ ରେସ୍ରୁ ପାକିସ୍ତାନ ବିଦା?
ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ମ୍ୟାଚ୍କୁ ଇଂଲଣ୍ଡ ୨ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଇଂଲଣ୍ଡ…
ମାତ୍ର ୧୬ ଦିନ ପରେ ରେକର୍ଡ ଭାଙ୍ଗିଦେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୪।୨: ୱେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ଶିମରନ ହେଟମେୟର ଟି-୨୦ ବିଶ୍ୱକପ୍ରେ ଏକ ଭିନ୍ନ ଶୈଳୀ ନଜର ଆସିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ସୁପର ୮ ମ୍ୟାଚ୍ରେ ଜିମ୍ବାୱେ ବିପକ୍ଷରେ ମାତ୍ର ୧୯ ବଲ୍ରେ ଅର୍ଦ୍ଧଶତକ ହାସଲ କରିଥିଲେ। ହେଟମେୟରଙ୍କ ଏହି ଅର୍ଦ୍ଧଶତକ ଏକ…
୦,୦,୦,୦,୦,୦,୦,୦,୦,୦,୦,୦…ଟି-୨୦ ବିଶ୍ୱକପରେ ଟିମ୍ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ
ନୂଆଦିଲ୍ଲୀ,୨୩।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ୍ ଇଣ୍ଡିଆ ୭୬ ରନରେ ଶୋଚନୀୟ ପରାଜୟ ବରଣ କରିଛି । ଦକ୍ଷିଣ ଆଫ୍ରିକାର ୧୮୭ ରନର ଜବାବରେ ଭାରତୀୟ ଦଳ ମାତ୍ର ୧୧୧ ରନରେ ପତନ ଘଟିଛି ।…
ଭାରତ ଆଗରେ ୧୮୮ ରନ୍ର ଟାର୍ଗେଟ୍ ରଖିଲା ଦକ୍ଷିଣ ଆଫ୍ରିକା
ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍ ୨୦୨୬ର ସୁପର-୮ ମ୍ୟାଚ୍ରେ ଭାରତ ଆଗରେ ୧୮୮ ରନ୍ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଦକ୍ଷିଣ ଆଫ୍ରିକା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା…
Archives


