Tag Archives: T20 World Cup 2026

ମାତ୍ର ୨ ବଲ୍‌ରେ ବଡ଼ ରେକର୍ଡ ଭାଙ୍ଗିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପଡ଼ିଆରେ ରୋମାଞ୍ଚକର ଯୁଦ୍ଧ

ନୂଆଦିଲ୍ଲୀ,୧୩।୨: ୨୦୨୬ ଟି-୨୦ ବିଶ୍ୱକପର ୧୮ତମ ମ୍ୟାଚରେ ଟିମ ଇଣ୍ଡିଆ ନାମ୍ବିଆ ବିପକ୍ଷରେ ସହଜ ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶିବମ ଦୁବେଙ୍କ ମଧ୍ୟରେ ଏକ ରୋମାଞ୍ଚକର ଯୁଦ୍ଧ ହୋଇଥିଲା। ଉଭୟ…

ହାଇ-ଭୋଲଟେଜ ମ୍ୟାଚ୍‌ ପୂର୍ବରୁ ଟେନ୍‌ସନ୍‌ରେ ଭାରତ: ଏହି ୪ ବଡ଼ କାରଣ

ନୂଆଦିଲ୍ଲୀ,୧୩।୨: ଟି୨୦ ବିଶ୍ୱକପ୍‌ ୨୦୨୬ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଫେବୃଆରୀ ୧୫ରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି। ରାଜନୈତିକ ବିବାଦ ଏବଂ ବୟକଟ ଧମକ ଯୋଗୁ ଏହି ମ୍ୟାଚ ପୂର୍ବରୁ ବହୁତ ଚର୍ଚ୍ଚା ସୃଷ୍ଟି…

ବଡ଼ ଭୁଲ୍ କରିଦେଲେ ସଞ୍ଜୁ ସାମସନ, ଗମ୍ଭୀର ଦେଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ, ୧୩।୨: ନାମିବିଆ ବିପକ୍ଷରେ ଟିମ୍ ଇଣ୍ଡିଆ ୨୦୯ ରନର ବିଶାଳ ସ୍କୋର କରିଥିଲା। ଅଭିଷେକ ଶର୍ମାଙ୍କ ଅନୁପସ୍ଥିତିରେ, ସଞ୍ଜୁ ସାମସନ ଓପନର ଭାବରେ ବିସ୍ଫୋରକ ଭାବରେ ଇନିଂସ ଆରମ୍ଭ କରିଥିଲେ, କିନ୍ତୁ ତାଙ୍କର ଆଉଟ ହେବା ପରେ ପୁଣି ଥରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯ ରନ୍‌ରେ ଆମେରିକାକୁ ପରାସ୍ତ କରିଛି। ଦଳର ପରବର୍ତ୍ତୀ ମ୍ୟାଚ ନାମ୍ବିଆ ବିପକ୍ଷରେ କିନ୍ତୁ…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର ଓଭର କେବେ ଖେଳାଯାଇଥିଲା, ଏହି ନିୟମ କିପରି ଆରମ୍ଭ ହୋଇଥିଲା। ଅନ୍ତର୍ଜାତୀୟ କ୍ରିକେଟ୍‌ରେ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ ଫିଟନେସ୍ ନେଇ ଚିନ୍ତାର ସମ୍ମୁଖୀନ ହେଉଛି। କେତେକ ଆହତ ହେଉଥିବା ବେଳେ ଅନ୍ୟ…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ ଆଫଗାନିସ୍ତାନ ୧୮୮ ରନ ଲକ୍ଷ୍ୟକୁ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା ଏବେ ଏକ ନୂତନ ବିତର୍କ ସୃଷ୍ଟି କରିଛି। ପାକିସ୍ତାନ ଫେବୃଆରୀ ୯ରେ ଭାରତ…

T20 ବିଶ୍ୱକପରେ ହେବ IND vs PAK ମ୍ୟାଚ୍; ସରେଣ୍ଡର କଲା ପାକିସ୍ତାନ, ଲାହୋରରେ ଲାଗିଲା ମୋହର

ନୂଆଦିଲ୍ଲୀ,୧୦।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ୍ ମ୍ୟାଚ୍ ଏବେ ଖେଳାଯିବ। ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ପୂର୍ବରୁ ୧୫ ଫେବୃଆରୀରେ କଲମ୍ବୋରେ ହେବାକୁ ଥିବା ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କରିବାକୁ ଘୋଷଣା କରିଥିଲା। ପାକିସ୍ତାନ…

ଭାରତ-ପାକିସ୍ତାନ ବିଶ୍ୱକପ ମ୍ୟାଚ୍‌କୁ ନେଇ ଆସିଲା ନୂଆ ଟ୍ବିଷ୍ଟ୍‌: ବୟକଟ ମଧ୍ୟରେ ବାଂଲାଦେଶର ଏଣ୍ଟ୍ରି

ନୂଆଦିଲ୍ଲୀ,୯।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ସମ୍ପର୍କରେ ଆଲୋଚନା ଚାଲିଛି। ରିପୋର୍ଟ ଅନୁଯାୟୀ, ଆଇସିସି ଦୁଇ ଦେଶ ମଧ୍ୟରେ ଏକ ବୈଠକ ଆୟୋଜନ କରିବାକୁ କାମ କରୁଛି। ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ…

ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିଲା ଭାରତ: କଲା ବଡ଼ କାରନାମା

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଭାରତ ଆମେରିକା ବିପକ୍ଷରେ ୨୯ ରନ୍‌ରେ ବିଜୟୀ ହୋଇ ଅନେକ ରେକର୍ଡ ସ୍ଥାପନ କରିଥିଲା। ICC ବିଶ୍ୱକପ୍‌ରେ…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ଯୋଗୁ ଆମେରିକାକୁ ୧୬୨ ରନ୍‌ର ଟାର୍ଗେଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri