T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ
ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ ୬ ୱିକେଟରେ ଜିତି ଟି୨୦ ବିଶ୍ୱକପରେ ଏକ ବଡ଼ ରେକର୍ଡ ସ୍ଥାପନ କରିଛି।…
ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା
ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ ଆଇସିସି ପୁରୁଷ ଟି-୨୦ ବିଶ୍ୱକପରେ ୪୦ ବିଜୟ ରେକର୍ଡ କରିଥିବା ପ୍ରଥମ ଦଳ…
ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର
ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ ମ୍ୟାଚ ପାକିସ୍ତାନ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଯଦି…
ଟି-୨୦ ବିଶ୍ୱକପ୍ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ
ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଫଳରେ ପୂର୍ବତନ ଚାମ୍ପିୟନ ଅଷ୍ଟ୍ରେଲିଆ ବିଶ୍ୱକପ୍ ଦୌଡ଼ରୁ ବାହାର ହୋଇଯାଇଛି। ମ୍ୟାଚ୍ ବାତିଲ…
ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି
ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ ଦୁଇ ଆୟୋଜକ (ଟିମ ଇଣ୍ଡିଆ ଏବଂ ଶ୍ରୀଲଙ୍କା) ସମେତ ପାଞ୍ଚଟି ଦେଶର ଦଳ…
ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ
ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫ ରବିବାର ଦିନ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ…
ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଶେଷ ଆଡ଼କୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ଶିବମ ଦୁବେଙ୍କ ଉପଯୋଗୀ ପାଳି…
ଟି୨୦ ବିଶ୍ୱକପ୍ ମଝିରେ ଏହି ଦଳକୁ ଝଟ୍କା: ହଠାତ୍ ଘରକୁ ଫେରିଗଲେ…
ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପରେ ସେ ନ୍ୟୁଜିଲ୍ୟାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ଟିମ ମ୍ୟାନେଜମେଣ୍ଟ…
ଦମ୍ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ
କୋଲକାତା,୧୪ା୨: ଭେଟେରାନ ଲେଗ୍ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ ଟି୨୦ ବିଶ୍ୱକପ୍ ଗ୍ରୁପ୍ ‘ସି’ର ଏକ ମ୍ୟାଚରେ ସ୍କଟଲାଣ୍ଡକୁ ୫ଉଇକେଟରେ ପରାସ୍ତ କରିଛି।…
ପୁଣି ଚାମ୍ପିୟନ ହେବ ଟିମ୍ ଇଣ୍ଡିଆ! ୪୩ ବର୍ଷରେ ୩ୟ ଥର ପାଇଁ ଅଦ୍ଭୁତ ସଂଯୋଗ, ବଢ଼ିଲା…
ନୂଆଦିଲ୍ଲୀ,୧୩।୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏବେ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିବ ବୋଲି ଏକ ଶୁଭ ସଂଯୋଗ ସୃଷ୍ଟି ହୋଇଛି।…
T20 World Cupରେ ଏହି ଟିମକୁ ଲାଗିଲା ଶକ୍ତ ଝଟକା, କ୍ୟାପଟେନ…
ନୂଆଦିଲ୍ଲୀ,୧୩।୨: ୨୦୨୬ ଟି୨୦ ବିଶ୍ୱକପରେ ଆୟର୍ଲାଣ୍ଡ କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଦଳର ଅଧିନାୟକ ପଲ ଷ୍ଟର୍ଲିଙ୍ଗ ଆଘାତ ଯୋଗୁ ସମଗ୍ର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ସମୟରେ ଷ୍ଟର୍ଲିଙ୍ଗ ଏହି ଆଘାତ ପାଇଥିଲେ। ଆୟର୍ଲାଣ୍ଡର…
ନାମ୍ବିୟାକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ
ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମ୍ବିୟାକୁ ୯୩ ରନର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଟି୨୦ ବିଶ୍ୱକପ ଇତିହାସରେ…
Archives


