Tag Archives: T20 World Cup

T20 World Cup: ୧୦ ୱିକେଟରେ ଇଟାଲୀର ଐତିହାସିକ ବିଜୟ, ଦୁଇଭାଇଙ୍କ ଝଡ଼ରେ ନେପାଳ ପରାସ୍ତ

ମୁମ୍ବାଇ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ପ୍ରଥମ ଥର ପାଇଁ ବିଶ୍ୱକପ ଖେଳୁଥିବା ଇଟାଲୀ, ନେପାଳ ଭଳି ଶକ୍ତିଶାଳୀ ଦଳକୁ ୧୦ ୱିକେଟରେ ପରାସ୍ତ କରି ନିଜ କ୍ରିକେଟ ଇତିହାସର ପ୍ରଥମ ବିଶ୍ୱକପ ବିଜୟ ହାସଲ…

ସଞ୍ଜୁ ସାମସନଙ୍କ ଧୂଆଁଧାର ବିଶ୍ୱକପ ପଦାର୍ପଣ, ଦ୍ୱିତୀୟ ବୟସ୍କ ଭାରତୀୟ ଭାବେ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଟି୨୦ ବିଶ୍ୱକପରେ ପଦାର୍ପଣ କରିଛନ୍ତି ୱିକେଟ କିପର ବ୍ୟାଟର ସଞ୍ଜୁ ସାମସନ। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ନାମିବିଆ ବିପକ୍ଷ ମ୍ୟାଚରେ ସଞ୍ଜୁଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଛି। ପେଟରେ…

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ ବିଶ୍ୱକପ୍ ମଞ୍ଚରେ ଇଂଲଣ୍ଡ ବିପକ୍ଷରେ ଏହା ୱେଷ୍ଟଇଣ୍ଡିଜ୍‌ର ପ୍ରଥମ ବିଜୟ। ଇଂଲଣ୍ଡ ଟସ୍…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଳା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ ନ୍ୟୁଜିଲାଣ୍ଡର ମାଇକେଲ ବ୍ରେସୱେଲ୍ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଅନ୍ୟପଟେ, ନାମିବିଆ ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ (PCB)କୁ କିଛି ଗୁପ୍ତ ସୁବିଧା ବା ‘କନସେସନ’ ଦେବାକୁ ପ୍ରତିଶ୍ରୁତି ଦେବା ପରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା ଏବେ ଏକ ନୂତନ ବିତର୍କ ସୃଷ୍ଟି କରିଛି। ପାକିସ୍ତାନ ଫେବୃଆରୀ ୯ରେ ଭାରତ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଲାହୋରକୁ ଏକ ଦୁଇ ସଦସ୍ୟ ବିଶିଷ୍ଟ ପ୍ରତିନିଧିମଣ୍ଡଳୀ…

T20 World Cupରୁ ବାଦ ପଡ଼ିଥିବା ହର୍ଷିତ ରାଣାଙ୍କର ହେଲା ସର୍ଜରୀ, କେବେ ପୁଣି ଖେଳିବେ ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ହର୍ଷିତ ରାଣାଙ୍କ ଆଣ୍ଠୁ ଅସ୍ତ୍ରୋପଚାର ସଫଳ ହୋଇଛି । ସେ ଏହି ସୂଚନା ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି ।  ସେ ତାଙ୍କ ହସ୍ପିଟାଲ ବେଡରୁ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କେବଳ ତାଙ୍କ…

ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିଲା ଭାରତ: କଲା ବଡ଼ କାରନାମା

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଭାରତ ଆମେରିକା ବିପକ୍ଷରେ ୨୯ ରନ୍‌ରେ ବିଜୟୀ ହୋଇ ଅନେକ ରେକର୍ଡ ସ୍ଥାପନ କରିଥିଲା। ICC ବିଶ୍ୱକପ୍‌ରେ…

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି ଟୁର୍ଣ୍ଣାମେଣ୍ଟରେ ଅନେକ ଇନିଂସ ମଧ୍ୟ ଦେଖାଯାଇଛି ଯାହା କ୍ରିକେଟ ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି।…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା କରି ଆୟର୍ଲାଣ୍ଡ ୧୪୩ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଶ୍ରୀଲଙ୍କା ଆସନ୍ତା ୧୨ ତାରିଖରେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫ ରନର ଟାର୍ଗେଟକୁ ନେଇ ଓହ୍ଲାଇଥିବା ନେପାଳ ଶେଷ ପର୍ଯ୍ୟନ୍ତ ଖେଳିବା ସତ୍ତ୍ୱେ ୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri