ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର
ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି ଟୁର୍ଣ୍ଣାମେଣ୍ଟରେ ଅନେକ ଇନିଂସ ମଧ୍ୟ ଦେଖାଯାଇଛି ଯାହା କ୍ରିକେଟ ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି।…
ସ୍ପିନ୍ରେ ଦମ୍ ଦେଖାଇଲା ଶ୍ରୀଲଙ୍କା
କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା କରି ଆୟର୍ଲାଣ୍ଡ ୧୪୩ ରନରେ ଅଲଆଉଟ୍ ହୋଇଯାଇଥିଲା। ଶ୍ରୀଲଙ୍କା ଆସନ୍ତା ୧୨ ତାରିଖରେ…
ମ୍ୟାଚ୍ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ
ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫ ରନର ଟାର୍ଗେଟକୁ ନେଇ ଓହ୍ଲାଇଥିବା ନେପାଳ ଶେଷ ପର୍ଯ୍ୟନ୍ତ ଖେଳିବା ସତ୍ତ୍ୱେ ୬…
‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍ରେ ବି ଷ୍ଟାଡିୟମ୍ ଫୁଲ୍
ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍ ପ୍ରମାଣିତ କରିଛନ୍ତି ଭାରତୀୟ କ୍ରିକେଟ ପ୍ରେମୀ। ଭାରତ ଖେଳୁନଥିବା ସତ୍ତ୍ୱେ କୋଲକାତା ଓ…
USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..
ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର ବିଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ସୂର୍ଯ୍ୟ…
ଶେଫର୍ଡଙ୍କ ହ୍ୟାଟ୍ରିକ୍ : କୋଲ୍କାତାରେ ମ୍ୟାଚ୍ ଜିତିଲା ଓ୍ବେଷ୍ଟଇଣ୍ଡିଜ୍
କୋଲ୍କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ୩୫ ରନ୍ରେ ସ୍କଟ୍ଲାଣ୍ଡକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ୍ ଆସନ୍ତା ୧୧ ତାରିଖରେ ତା’ର ଦ୍ୱିତୀୟ…
ରଙ୍ଗାରଙ୍ଗ ଉଦ୍ଘାଟନୀରେ ଟି୨୦ ବିଶ୍ୱକପ୍ ଆରମ୍ଭ
ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ପୂର୍ବରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଶ୍ୱକପ୍ ଟ୍ରଫି…
T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ
ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ହେଟମାୟାର ଟି୨୦ ବିଶ୍ୱକପ ଇତିହାସରେ ୱେଷ୍ଟଇଣ୍ଡିଜ ପାଇଁ ଦ୍ରୁତତମ…
ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍ଙ୍କ ମନ୍ତବ୍ୟକୁ ନେଇ ହଟଚମଟ
ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୁସେନ୍ଙ୍କ ଏକ ମନ୍ତବ୍ୟ କ୍ରିକେଟ ଜଗତରେ ନୂଆ ବିବାଦ…
ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ
ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍ ଉପରେ…
ଭାରତ ବିପକ୍ଷରେ ଖେଳିବାକୁ ଏମିତି ସର୍ତ୍ତ ରଖିଲା ପାକିସ୍ତାନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇସଲାମାବାଦ୍,୩।୨: ପାକିସ୍ତାନ କ୍ରିକେଟ ବୋର୍ଡର ନାଟକ ଶେଷ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ। ପାକିସ୍ତାନ ପ୍ରଥମେ ଟି୨୦ ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଥିଲା ଏବଂ ଏବେ ରିପୋର୍ଟ ଅନୁଯାୟୀ ପିସିବି ମ୍ୟାଚ ପାଇଁ ସର୍ତ୍ତାବଳୀ ଲଗାଇଛି। ପାକିସ୍ତାନୀ…
T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା
ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ Pat Cummins ସାମିଲ ଥିଲେ, କିନ୍ତୁ ତାଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇ…
Archives


