ଟି୨୦ ବିଶ୍ୱକପ୍: ସେମିଫାଇନାଲରେ ଭାରତ! ପାଣ୍ଡ୍ୟା-କୁଲଦୀପ ଝଡ଼ରେ ବାଂଲାଦେଶ ଘାଇଲା
ଆଣ୍ଟିଗୁଆ,୨୦ା୬(ପି.ଟି.): ଟି୨୦ ବିଶ୍ୱକପର ସୁପର୍-୮ରେ ବାଂଲାଦେଶ ବିପକ୍ଷ ମ୍ୟାଚ୍କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍ କରିଥିଲା। ଜବାବରେ ବାଂଲାଦେଶ…
ଟି୨୦ ବିଶ୍ୱକପ: ସୁପର୍ ୮ରେ ଆଫଗାନିସ୍ତାନ, ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟରୁ ବିଦା
ନୂଆଦିଲ୍ଲୀ,୧୪ା୬: ଆଫଗାନିସ୍ତାନ ପପୁଆ ନ୍ୟୁ ଗିନିକୁ ପରାସ୍ତ କରି ଟି -୨୦ ବିଶ୍ୱକପ ୨୦୨୪ ର ସୁପର୍ ୮ରେ ପହଞ୍ଚିଥିଲା ବେଳେ ନ୍ୟୁଜିଲ୍ୟାଣ୍ଡକୁ ଟୁର୍ନାମେଣ୍ଟରୁ ବିଦା କରିଦେଇଛି। ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି କରିବା ପରେ ଆଫଗାନିସ୍ତାନ ପପୁଆ ନ୍ୟୁ ଗିନିକୁ…
ଭାରତର ଅବିଶ୍ୱସନୀୟ ବିଜୟ
ନ୍ୟୁୟର୍କ, ୧୦।୬: ଟାର୍ଗେଟ ଥିଲା ମାତ୍ର ୧୨୦ ରନ। ସମ୍ମୁଖରେ ଥିଲା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଚାପ ସ୍ଥିତିରେ ଚମତ୍କାର ବୋଲିଂ କଲେ ଭାରତୀୟ ପେସ୍ ବାହିନୀ। ଏହାର ନେତୃତ୍ୱ ନେଲେ ଯଶପ୍ରୀତ୍ ବୁମ୍ରା। ଫଳରେ ଏକଦା ୨ ଉଇକେଟରେ ୭୩…
ଟି-୨୦ ବିଶ୍ୱକପ: ପ୍ରଥମ ମ୍ୟାଚରେ ଟସ୍ ଜିତି ଭାରତର ବୋଲିଂ ନିଷ୍ପତି
ନ୍ୟୁୟର୍କ,୫ା୬: ଚଳିତ ଟି-୨୦ ବିଶ୍ୱକପରେ ବୁଧବାର ଭାରତ ଆୟାରଲ୍ୟାଣ୍ଡ ବିପକ୍ଷରେ ଏହାର ଅଭିଯାନ ଆରମ୍ଭ କରିଛି। ଏହି ମ୍ୟାଚରେ ଭାରତ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଭାରତ ଏହି ମ୍ୟାଚରେ ଚାରି ବ୍ୟାଟର, ଚାରି ଅଲରାଉଣ୍ଡର ଏବଂ ତିନି…
ଟି-୨୦ ବିଶ୍ୱକପ ପାଇଁ ଯାତ୍ରା କଲେ ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍, ଯାଇନାହାନ୍ତି ବିରାଟ
ମୁମ୍ବାଇ,୨୩ା୫: ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍ ଟି -୨୦ ବିଶ୍ୱକପ୍ ୨୦୨୪ ପାଇଁ ଯାତ୍ରା କରିଛନ୍ତି। ଆଇପିଏଲ୍ ୨୦୨୪ ମଧ୍ୟରେ ଟିମ୍ ଇଣ୍ଡିଆ ଟି -୨୦ ବିଶ୍ୱକପ ପାଇଁ ଆମେରିକା ବାହାରିଛି। କିନ୍ତୁ ବିରାଟ କୋହଲି ଟିମ୍ ଇଣ୍ଡିଆ ସହ ଯାଇ…
ଟି -୨୦ ବିଶ୍ୱକପ: ଆଇପିଏଲ୍ ପ୍ରଦର୍ଶନ ଦେଖି ବୋକା ବନିପାରେ ଟିମ୍ ଇଣ୍ଡିଆ, ଏହା ଚିନ୍ତାର କାରଣ
ନୂଆଦିଲ୍ଲୀ, ୯।୫: ଆଇପିଏଲ୍ ର ଚଳିତ ସିଜିନ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। ଲିଗ୍ ପର୍ୟ୍ୟାୟ ଶେଷ ହେବାକୁ ଯାଉଛି ଏବଂ ଏହା ସହିତ ଆମେ ଚାରିଟି ଦଳ ବିଷୟରେ ମଧ୍ୟ ଜାଣିବା, ଯେଉଁମାନେ ଚଳିତ ବର୍ଷର ଆଇପିଏଲ୍ ପ୍ଲେ…
ସେଲିବ୍ରେସନ୍ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍ସନ୍
ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ ସ୍ଥାନ ମିଳିନାହିଁ। ଏହାକୁ ନେଇ ରିଙ୍କୁ ସିଂ’ଙ୍କ ବାପା ବଡ ପ୍ରତିକ୍ରିୟା ଦେଇଛନ୍ତି। ରିଙ୍କୁଙ୍କ…
ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ ନେଇ ସେ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକର ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ…
ଖୁବଶୀଘ୍ର ଭାରତୀୟ ଟିମ୍କୁ ଫେରୁଛନ୍ତି ଋଷଭ ପନ୍ତ, ବିଶ୍ୱକପ ଦଳରେ ହୋଇପାରନ୍ତି ସାମିଲ
ନୂଆଦିଲ୍ଲୀ,୯।୩: ଆସନ୍ତା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଟିମ୍ ଏପ୍ରିଲ୍ ଶେଷରେ କିମ୍ବା ମେ’ର ପ୍ରଥମ ସପ୍ତାହରେ ଚୟନ ହେବାର ସମ୍ଭାବନା ରହିଛି। ନିର୍ଦ୍ଦିଷ୍ଟ ଖେଳାଳିଙ୍କ ଚୟନ ଚାଲିଥିବା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ସେମାନଙ୍କ ପ୍ରଦର୍ଶନ ଉପରେ…
Video: କିଏ ହେବ ଟି ୨୦ ବିଶ୍ୱକପରେ ଅଧିନାୟକ ? ସ୍ପଷ୍ଟ କଲେ ବିସିସିଆଇ ସଚିବ ଜୟ ଶାହା
ନୂଆଦିଲ୍ଲୀ,୧୪ା୨: ଗତ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ଶୁଭଙ୍କର ନ ଥିଲା। ଆଇସିସି ଟେଷ୍ଟ ଚାମ୍ପିଅନସିପ୍ ଏବଂ ଦିନିକିଆ ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆ ହାତରେ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଚଳିତ ବର୍ଷ ଭାରତୀୟ ଦଳକୁ ଜୁନ ମାସରେ…
୪୦ ବର୍ଷ ବୟସରେ ପୁଣି ଅନ୍ତର୍ଜାତୀୟ କ୍ରିକେଟ୍କୁ ଫେରିବେ ଏହି କ୍ରିକେଟର୍! ଟି-୨୦ ବିଶ୍ୱକପ୍ରେ ଦେଖାଇବେ ଜଲଓ୍ବା
ନୂଆଦିଲ୍ଲୀ,୯।୧: SA ଟି-୨୦ ଲିଗରେ ଚେନ୍ନାଇ ଫ୍ରାଞ୍ଚାଇଜ ଅଧିନାୟକ ଥିବା ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିପାରିବେ। ଟି-୨୦ ବିଶ୍ୱକପ ଖେଳିବା ନେଇ ସେ ଏକ ବଡ ବିବୃତ୍ତି ଦେଇଛନ୍ତି। ଡୁ ପ୍ଲେସିସ କହିଛନ୍ତି ଯେ,…
Archives


