ବିଏମ୍ସିର ଚେତାବନୀ, ଓମଫେଡ୍ ବୁଥରେ ଗୁଟ୍ଖା ବିକିଲେ… ଭୁବନେଶ୍ୱର,୨୮ା୧: ଗୁଟ୍ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟ୍ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି…