ତବଲା ବାଦକ ଜାକିର ହୁସେନଙ୍କ ଦେହାନ୍ତ ଓ୍ବାଶିଂଟନ, ୧୫।୧୨: ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ ହୃଦଘାତରେ ଦେହାନ୍ତ ହୋଇଛି। ପୂର୍ବରୁ ଗମ୍ଭୀର ହୃଦ୍ରୋଗରେ ପୀଡିତ ହୋଇ ଆମେରିକାର ସାନ ଫ୍ରାନ୍ସିସ୍କୋସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା।...