Video: ୩ ବର୍ଷ ପରେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ଗଡ଼ିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଛନ୍ତି। ରଘୁରାଜପୁର ଗ୍ରାମରେ ମହିଳାମାନେ କିପରି ବିଭିନ୍ନ ପ୍ରକାର ଅଦରକାରୀ ଜିନିଷରୁ ପଟ୍ଟଚିତ୍ର ପ୍ରଦର୍ଶନ କରିବା...