ଧର୍ମଶାଳା,୨୦ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ମହାବିଦ୍ୟାଳୟର ୩ ଛାତ୍ର ଜାତୀୟ ସ୍ତରୀୟ ଟାଇକୋଣ୍ଡୋ ପ୍ରତିଯୋଗିତା ପାଇଁ ଓଡ଼ିଶାରୁ ମନୋନୀତ ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲଠାରେ…