ତାଜମହଲକୁ ନେଇ କାହିଁକି ଏଏସ୍ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ… ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍ ଇଣ୍ଡିଆ (ଏସ୍ଆଇ)ରୁ ପ୍ରତିକ୍ରିୟା ମାଗିଛନ୍ତି। ଜଷ୍ଟିସ ଅଭୟ ଏସ୍ ଓକା ଏବଂ ଉଜ୍ଜଲ ଭୂୟାଁଙ୍କ...