ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଅନେକ ମନ୍ଦିର ପରିଦର୍ଶନ କରିଛନ୍ତି। ଏହା ବ୍ୟତୀତ ନୀତିନ ଏକ ଗୁରୁଦ୍ୱାର...