ପ୍ରୋତ୍ସାହନ ଅଭାବ: କଳାହାଣ୍ଡିରେ ତେନ୍ତୁଳି ବଜାର ବ୍ୟବସ୍ଥା ମାନ୍ଦା ଭବାନୀପାଟଣା, ୬ା୫ (ଉତ୍ତମ କୁମାର ଦାଶ):ଆଦିବାସୀ ଉନ୍ନୟନ ସମବାୟ ନିଗମ (ଟିଡିସିସି) ତଥା ରାଜ୍ୟ ସରକାର ତେନ୍ତୁଳି ସଂଗ୍ରହ ପାଇଁ ଯେତିକି ତତ୍ପରତା ଦେଖାଇବା କଥା ତାହା ନ ହେବା କାରଣରୁ କଳାହାଣ୍ଡି ଜିଲାର ହିତାଧିକାରୀ ବାହାରିଆ ବେପାରୀଙ୍କ ଉପରେ...