“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ ଉପରେ ତୁରନ୍ତ ପ୍ରତିକ୍ରିୟା ଦେଇ କଂଗ୍ରେସ ତଥା ଅନ୍ୟ ଦଳର ନେତାମାନେ...