ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ ଷ୍ଟାଲିନ ସରକାର…