ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଭାଷଣ ସମୟରେ ଟଳି ପଡ଼ିଲେ ଯୁବକ ଚେନ୍ନାଇ,୧୩।୨: ଶୁକ୍ରବାର ତାମିଲନାଡୁର ସାଲେମରେ ଟିଭିକେ ମୁଖ୍ୟ ଏବଂ ଅଭିନେତା ବିଜୟ ଥାଲାପତିଙ୍କ ଏକ ରାଲିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସାଲେମର ଜଣେ ପୋଲିସ ଅଧିକାରୀ ନ୍ୟୁଜ ଏଜେନ୍ସି ଏଏନଆଇକୁ କହିଛନ୍ତି ଯେ ରାଲି ସମୟରେ ହୃଦଘାତରେ ବ୍ୟକ୍ତିଙ୍କ ମୃତ୍ୟୁ…