Tag Archives: tamilnadu

ତାମିଲନାଡୁରେ ସରକାର ଗଠନକୁ ନେଇ ବିବାଦ ଜାରି: ରାଜ୍ୟପାଳଙ୍କୁ ସିପିଆଇ(ଏମ)ର ଅନୁରୋଧ

ଚେନ୍ନାଇ,୭।୫: ତାମିଲନାଡୁରେ ବିଧାନସଭା ନିର୍ବାଚନର ଫଳାଫଳ ପରେ, ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରିନଥିବାରୁ, ସମସ୍ତଙ୍କ ନଜର ଏବେ ରାଜ୍ୟପାଳଙ୍କ ଭୂମିକା ଉପରେ ରହିଛି। ଏହା ମଧ୍ୟରେ, ସିପିଆଇ(ଏମ)…

କିଛି ସମୟ ପରେ ଆସିବ ୪ ରାଜ୍ୟ ସହ ପଣ୍ଡିଚେରୀର ଫଳାଫଳ, ପଶ୍ଚିମବଙ୍ଗ ଉପରେ ସାରା ଦେଶର ନଜର

ନୂଆଦିଲ୍ଲୀ,୪ା୫: ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳମ୍‌ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀ ବିଧାନସଭା ନିର୍ବାଚନର ଭୋଟଗଣତି ସୋମବାର ହେବ। କିନ୍ତୁ ସାରା ଦେଶର ନଜର ପଶ୍ଚିମବଙ୍ଗ ଫଳାଫଳ ଉପରେ ରହିଛି। ଏହା ଏବେ ରାଜନୈତିକ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ମୁଖ୍ୟମନ୍ତ୍ରୀ ମମତା…

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ନିଜର ଆଭ୍ୟନ୍ତରୀଣ ସର୍ଭେ ଆଧାରରେ ଏକ ବଡ଼ ଦାବି କରିଛି। ଦଳର ଆକଳନ…

ବିଜୟଙ୍କ ସାହାରାରେ ତାମିଲନାଡୁରେ ଶାସନ ଭାର ହାତେଇବ କି ଭାଜପା? ରିପୋର୍ଟରେ ବଡ଼ ଦାବି

ଚେନ୍ନାଇ,୪।୧୦: କରୁର ଷ୍ଟାମ୍ପେଡ ଘଟଣାର କିଛି ଦିନ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ଦକ୍ଷିଣ ସୁପରଷ୍ଟାର ବିଜୟ ଥାଲାପତିଙ୍କ ଦଳ ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସହିତ ଯୋଗାଯୋଗ କରିଛି। ଭାଜପା ୨୦୨୬ତାମିଲନାଡୁ ବିଧାନସଭା ନିର୍ବାଚନରେ ନିଜର ସମ୍ଭାବନା ବୃଦ୍ଧି…

ବାହାଘରକୁ ହୋଇଥିଲା ମାତ୍ର ୨ ମାସ, ବାପାଙ୍କୁ ୭ ଅଡିଓ ମେସେଜ୍‌ କରି ଆତ୍ମହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଚେନ୍ନାଇ,୩୦।୬: ତାମିଲନାଡୁର ତିରୁପୁର ଜିଲାର ୨୭ ବର୍ଷୀୟ ରିଧାନ୍ୟଙ୍କ ଆତ୍ମହତ୍ୟା ଖବର ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ମୃତ ମହିଳାଙ୍କ ବିବାହ ୨ ମାସ ପୂର୍ବେ ଅର୍ଥାତ୍‌ ଏପ୍ରିଲରେ କଭିନକୁମାର ନାମକ ଜଣେ ଯୁବକଙ୍କ ସହ ହୋଇଥିଲା। ସେ ଯୌତୁକ ଭାବରେ…

NEP’ କୁ ନେଇ ବଢ଼ୁଛି ଡିଏମ୍‌କେ-ଭାଜପା ବିବାଦ

ନୂଆଦିଲ୍ଲୀ,୨।୩: ଜାତୀୟ ଶିକ୍ଷା ନୀତି (ଏନ୍‌ଇପି)କୁ ଜବରଦସ୍ତ ଲାଗୁ କରିବା ପାଇଁ କେନ୍ଦ୍ର ସରକାର ଚାପ ପକାଉଥିବାରୁ ଏହାକୁ ନେଇ ତାମିଲନାଡୁର ଶାସକ ଡିଏମ୍‌କେ ଏବଂ ଭାଜପା ମଧ୍ୟରେ ବିବାଦ ତୀବ୍ର ରୂପ ଧାରଣ କରିଛି। ଶିକ୍ଷା ଅଧିକାର ଯୋଜନାରେ କେନ୍ଦ୍ରୀୟ…

ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ, ୭ ମୃତ ଆଶଙ୍କା

ଚେନ୍ନାଇ, ୧୨।୧୨: ଗୁରୁବାର ଦକ୍ଷିଣ ତାମିଲନାଡୁ ଡିଣ୍ଡିଗୁଲ ଜିଲାର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁଯାୟୀ ଚାରି ମହଲା ବିଶିଷ୍ଟ ଡାକ୍ତରଖାନା ଲିଫ୍ଟରେ ମଧ୍ୟ…

ପ୍ରଥମ ରାଲିରେ ଦମ୍ଭୋକ୍ତି ଦେଖାଇଲେ ବିଜୟ; ଜାଣନ୍ତୁ କାହାକୁ କରିବେ ସମର୍ଥନ

ଚେନ୍ନାଇ,୨୭।୧୦: ଅଭିନୟରୁ ରାଜନୀତିରେ ପ୍ରବେଶ କରିଥିବା ତାମିଲନାଡୁର ଚର୍ଚ୍ଚିତ ଅଭିନେତା ଥାଲପଥି ବିଜୟ ରବିବାର ପ୍ରଥମ ରାଜନୈତିକ ରାଲିକୁ ସମ୍ବୋଧନ କରିଛନ୍ତି। ଏଠାରେ ସେ ନିଜ ପାର୍ଟିର ବିଚାରଧାରା, ଏବଂ ଲକ୍ଷ୍ୟ ଘୋଷଣା କରିଛନ୍ତି। ଏହି ରାଲିରେ ବିଜୟ ସମାନତା, ସାମାଜିକ…

ରାଜନୀତିକୁ ପ୍ରତ୍ୟାବର୍ତନ କଲେ ଭି.କେ ଶଶିକଳା, କଲେ ବଡ଼ ଘୋଷଣା

ଚେନ୍ନାଇ,୧୭ା୬: ଏଆଇଏଡିଏମକେ’ରୁ ତଡ଼ା ଖାଇଥିବା ମହିଳା ନେତ୍ରୀ ଭି.କେ ଶଶିକଳା ତାଙ୍କର ଆଗାମୀ ରାଜନୈତିକ ଭବିଷ୍ୟତ ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି। ଏକଦା ତାମିଲନାଡୁ ରାଜନୀତିରେ ଆଧିପତ୍ୟ ଚଳାଇଥିବା ଶଶିକଳା ପୁଣିଥରେ ରାଜନୀତିରେ ନିଜର ଗୋଟି ଚଳାଇବାକୁ ପ୍ରସ୍ତୁତ ହେଉଛନ୍ତି। ଏହି…

ଭାଜପା ବିରୋଧରେ ଲାଗିଲା ପୋଷ୍ଟର ‘ଦୁର୍ନୀତି ଦେଖିବାକୁ ସ୍କାନ୍ କରନ୍ତୁ’

ନୂଆଦିଲ୍ଲୀ,୧୧।୪: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟକୁ ଆଉ କିଛି ଦିନ ବାକି ଥିବାବେଳେ ବିଭିନ୍ନ ରାଜ୍ୟରେ ପ୍ରଚାର ସରଗରମ ହୋଇଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ଦ୍ୱାରା ଘୋଟାଲା ହୋଇଥିବା ପୋଷ୍ଟର ତାମିଲନାଡୁର ଅନେକ ସ୍ଥାନରେ ଛପା ହୋଇଛି।…

ଦଳିତଙ୍କ ଉପରେ ପରିସ୍ରା କରି ୬ ଗିରଫ

ତିରୁନେଲ୍‌ଭେଲି,୩ା୧୧:ତାମିଲନାଡୁର ତିରୁନେଲ୍‌ଭେଲି ଜିଲାରେ ୨ ଜଣ ଦଳିତ ବ୍ୟକ୍ତିଙ୍କୁ ମାଡ଼ ମାରିବା, ଉଲଗ୍ନ କରାଇବା, ସେମାନଙ୍କ ଉପରେ ପରିସ୍ରା କରିବା ଓ ସେମାନଙ୍କ ପାଖରେ ଥିବା ଟଙ୍କା ଲୁଟିବା ଅଭିଯୋଗରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣାକୁ ବିଭିନ୍ନ…

ଅଜବ ପରମ୍ପରା: ଯେଉଁଠି ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ କରାଯାଏ ହତ୍ୟା

ବିଶ୍ୱର ବିଭିନ୍ନ ସ୍ଥାନରେ ବିଭିନ୍ନ ପରମ୍ପରା ରହିଛି। ତନ୍ମଧ୍ୟରୁ କିଛି ପରମ୍ପରା ସମ୍ପର୍କରେ ଶୁଣିଲେ ଦେହମନ ଶିହରି ଉଠେ। ତଥାପି ପରମ୍ପରାକୁ ପାଳନ କରୁଥିବା ଲୋକେ ତାକୁ ସମ୍ମାନ ଦେଇଥାନ୍ତି। ଏଭଳି ଏକ ପରମ୍ପରା ରହିଛି ଦକ୍ଷିଣ ଭାରତର ତାମିଲନାଡୁରେ। ଏଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri