ଟମକା-ମଙ୍ଗଳପୁର ରାସ୍ତା ଅବରୋଧ କଲେ ବସ୍ତିବାସିନ୍ଦା
କାଳିଆପାଣି,୧ା୯(ଅସିତ ମହାନ୍ତ): ଯାଜପୁର ଜିଲାର ସୁକିନ୍ଦା ତହସିଲ ଅନ୍ତର୍ଗତ ରାସୋଳ ପଞ୍ଚାୟତ ମଲ୍ଲାରସାହି ବସ୍ତିରେ ଟ୍ରକ୍ ପାର୍କିଂକୁ ବିରୋଧ କରି ସୋମବାର ବସ୍ତି ବାସିନ୍ଦା ଟମକା-ମଙ୍ଗଳପୁର ରାସ୍ତାରେ ଧାରଣା ବସିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ରବିବାର କ୍ରୋମାଇଟ ଲୋଡ଼ିଂ କରିବାକୁ...


