ତପ୍ତପାଣି ଘାଟିରେ ଦୁର୍ଘଟଣା: ଗଛରେ ପିଟିହେଲା ଯାତ୍ରୀବାହୀ ବସ୍ ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ତପ୍ତପାଣି ଘାଟି ତଳେ ଥିବା ମା’ କନ୍ଧୁଣି ଦେବୀଙ୍କ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। ସୋମବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ ଯାତ୍ରୀବାହୀ…