ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା ଚୋରି ଘଟଣାରେ ଗଞ୍ଜାମ ପୋଲିସକୁ ବଡ ସଫଳତା ମିଳିଛି। ନିଜେ ଗଞ୍ଜାମ ଏସପି...