ପ୍ରଚାର ମଇଦାନରେ ତାରା: ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହେଲେ ଶତାଧିକ କର୍ମୀ କୋରାପୁଟ,୧୩ା୪(ଅମିତାଭ ବେହେରା): କୋରାପୁଟ ଜିଲାର ଲକ୍ଷ୍ମୀପୁର ନିିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ଦଶମନ୍ତପୁରଠାରେ ଶନିବାର କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ନିର୍ବାଚନୀ...