ମା’ ତାରାତାରିଣୀ ପୀଠରୁ ଚୋରି ଏକ ଅଶୁଭ ସଙ୍କେତ, ପୁରୁଣା ଘଟଣାକୁ ମନେ ପକାଇ… ପୁରୁଷୋତ୍ତମପୁର,୭ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚୋରି ହେବା ଘଟଣା ଏକ ଅଶୁଭ ସଙ୍କେତ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଯାହାକି ଠିକ୍ ୩୦ ବର୍ଷ ପୂର୍ବେ ୧୯୯୪ରେ ଏପରି ମା’ଙ୍କ ଚଳନ୍ତି ପ୍ରତିମାକୁ…