Tag Archives: Tariff

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ ହ୍ରାସ ଘୋଷଣା କରିଛି। ନୂତନ ବାଣିଜ୍ୟ ଚୁକ୍ତିନାମାର ଏକ ଅଂଶ ଭାବରେ, ଆମେରିକା…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ ପଦକ୍ଷେପ ଘୋଷଣା କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଟ୍ରମ୍ପ କାନାଡା ଉପରେ…

ଆମେରିକାର ୧୦୦ପ୍ରତିଶତ ଟାରିଫ ଧମକ ପରେ ନରମିଲେ କାନାଡା ପ୍ରଧାନମନ୍ତ୍ରୀ, କହିଲେ ଟ୍ରମ୍ପ ମଜବୁତ…

ଓଟାଓ୍ବା,୨୭।୧: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ସୋମବାର କହିଛନ୍ତି ଯେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ଧମକକୁ ଆମେରିକା-କାନାଡା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ନବୀକରଣ ପାଇଁ ଆଲୋଚନା ପାଇଁ ପ୍ରସ୍ତୁତି ଭାବରେ ଦେଖାଯିବା ଉଚିତ। କାର୍ନି କହିଛନ୍ତି ଯେ ସେମାନେ…

ଖୁବଶୀଘ୍ର ଟାରିଫକୁ ନେଇ ଖୁସି ଖବର ଦେବ ଆମେରିକା! ଭାରତ ଉପରୁ ହଟାଇବ ଏତିକି ପ୍ରତିଶତ ଟାରିଫ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୧: ଆମେରିକା ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି। ଏହି ସମୟରେ, ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ ଦାବି କରିଛନ୍ତି ଯେ ଭାରତ ରୁଷିଆରୁ ଆମଦାନୀ ହ୍ରାସ କରିଛି, ଯାହା ଫଳରେ ଶୀଘ୍ର…

India-Iran Trade: ଇରାନଠାରୁ ଏହି ଜିନିଷ କ୍ରୟ-ବିକ୍ରୟ କରିଥାଏ ଭାରତ, ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ ପରେ ଭାରତ କେତେ କ୍ଷତି ସହିବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୧: ଇରାନ ବର୍ତ୍ତମାନ ଏକ ଗମ୍ଭୀର ରାଜନୈତିକ ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଦେଶବ୍ୟାପୀ ପ୍ରତିବାଦ ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ପରିସ୍ଥିତି ଏପରି ଖରାପ ହୋଇଛି ଯେ ଇରାନରେ ଇଣ୍ଟରନେଟ ଏବଂ ମୋବାଇଲ ସେବା…

ଭାରତ ଉପରେ ୫୦% ଟାରିଫ୍‌ ଲଗାଇ ଏତେ ରୋଜଗାର କରୁଛି ଆମେରିକା, ବଡ଼ ଖୁଲାସା କଲେ ଟ୍ରମ୍ପ, ଜାଣିଲେ ଚକିତ ହେବେ…

ଓ୍ବାଶିଂଟନ୍‌,୬।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ରୁଷୀୟ ତୈଳ ପ୍ରସଙ୍ଗ ଉଠାଇ ଭାରତ ଉପରେ ନୂତନ ଟାରିଫ୍‌ ଲଗାଇବା ପାଇଁ ଇଙ୍ଗିତ ଦେଇଛନ୍ତି। ଆମେରିକା ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ଲଗାଇଛି। ଟ୍ରମ୍ପ ମଧ୍ୟ ଟାରିଫ୍‌ରୁ ଆମେରିକାର…

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସରକାର କହିଛନ୍ତି ଯେ ଭାରତୀୟ ରପ୍ତାନିକାରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ‘ପ୍ରୟୋଜନୀୟ ନିଷ୍ପତ୍ତି’ ନେବାର…

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ୩ ଜଣ ସଦସ୍ୟ କହିବା ସହ ଏହାକୁ ରଦ୍ଦ କରିବା ପାଇଁ ଶୁକ୍ରବାର ପ୍ରସ୍ତାବ…

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ ଭଳି ଏସୀୟ ଦେଶଗୁଡ଼ିକ ଉପରେ ୫୦% ପର୍ଯ୍ୟନ୍ତ ଟାରିଫ୍‌ ଲାଗୁ କରିବ। ଏହା ଟ୍ରମ୍ପଙ୍କ…

ଚାଇନା ଉପରୁ ଟାରିଫ୍‌ ହଟାଇଲେ ଟ୍ରମ୍ପ

ଓ୍ବାଶିଂଟନ,୩୦ା୧୦: ଚାଇନା ରାଷ୍ଟ୍ରପତି ଶି’ ଜିନପିଙ୍ଗଙ୍କ ସହ ସାକ୍ଷାତ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନା ଉପରୁ ଟାରିଫ୍‌ ବା ଶୁଳ୍କ ହ୍ରାସ କରିଛନ୍ତି। ଗୁରୁବାର ଦକ୍ଷିଣ କୋରିଆର ବୁସାନରେ ଟ୍ରମ୍ପ ଏବଂ…

ଆମେରିକା ଦେଲା ଧୋକା! ଏବେ ଭାରତ ଆସିବେ କାନାଡ଼ା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧୦: ପ୍ରାୟ ଦୁଇ ବର୍ଷ ପରେ, କାନାଡା ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ପ୍ରୟାସ ଆରମ୍ଭ କରିଛି। ଜଷ୍ଟିନ ଟ୍ରୁଡୋଙ୍କ କାର୍ଯ୍ୟକାଳ ସମୟରେ ସ୍ଥଗିତ ରହିଥିବା କାର୍ଯ୍ୟକ୍ରମ ଏବଂ ସହଭାଗୀତା ପୁନର୍ବାର ଆରମ୍ଭ ହେବାର ସମ୍ଭାବନା ଦେଖାଯାଉଛି। କାନାଡା…

ଆମେରିକାକୁ ରପ୍ତାନି ହେଉଥିବା ଭାରତୀୟ ସାମଗ୍ରୀ ଉପରେ ଟାରିଫ୍ ୧୫-୧୬% ହ୍ରାସ ସମ୍ଭାବନା: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ଆମେରିକା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟ ଚୁକ୍ତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଚୁକ୍ତି ହେଲେ ଆମେରିକାକୁ ରପ୍ତାନି ହେଉଥିବା ଭାରତୀୟ ସାମଗ୍ରୀ ଉପରେ ଲାଗୁ ହେଉଥିବା ଆମଦାନୀ ଶୁଳ୍କ ବା ଟିକସ ୫୦%ରୁ ଖସି ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri