ଗ୍ରୀନଲ୍ୟାଣ୍ଡ ପାଇଁ ଜିଦ୍ରେ ଅଟଳ ଟ୍ରମ୍ପ: ବିରୋଧ କରୁଥିବା ଦେଶ ଉପରେ ଲଦିଲେ ୧୦% ଟାରିଫ୍ ନୂଆଦିଲ୍ଲୀ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡ ଅଧିଗ୍ରହଣ ପ୍ରସଙ୍ଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ସାମିଲ କରିବା ଯୋଜନାକୁ ବିରୋଧ କରୁଥିବାରୁ ଦେଶ ଗୁଡିକ ଉପରେ ଏବେ ସେ ଶୁଳ୍କ ଲଗାଇଛନ୍ତି। ଶନିବାର ଡେନମାର୍କ, ବ୍ରିଟେନ...