ଟ୍ରମ୍ପଙ୍କ ନୂଆ ଟାରିଫ୍ ପ୍ରସ୍ତାବ; ଭାରତ ଉପରେ ୨୫% , ଚାଇନାକୁ ୪୦%…
ଓ୍ବାଶିଂଟନ,୨୫ା୧୧: ଆମେରିକା ପୁଣିଥରେ ଚାଇନା ଏବଂ ୟୁରୋପୀୟ ସଂଘ ସମେତ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିବାକୁ ଯାଉଛି। ବାଣିଜ୍ୟ ଚୁକ୍ତି ହୋଇ ନ ଥିବାରୁ ଭାରତୀୟ ସାମଗ୍ରୀ ଉପରେ ୨୫% ଶୁଳ୍କ ଲଗାଇବାକୁ ଆମେରିକା ବୁଧବାର ପ୍ରସ୍ତାବ ଦେଇଛି…

