Tariff

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

3 months ago

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି।…

6 months ago

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

8 months ago

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

9 months ago

ଆମେରିକାର ୧୦୦ପ୍ରତିଶତ ଟାରିଫ ଧମକ ପରେ ନରମିଲେ କାନାଡା ପ୍ରଧାନମନ୍ତ୍ରୀ, କହିଲେ ଟ୍ରମ୍ପ ମଜବୁତ…

ଓଟାଓ୍ବା,୨୭।୧: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ସୋମବାର କହିଛନ୍ତି ଯେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ଧମକକୁ ଆମେରିକା-କାନାଡା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ନବୀକରଣ ପାଇଁ…

9 months ago

ଖୁବଶୀଘ୍ର ଟାରିଫକୁ ନେଇ ଖୁସି ଖବର ଦେବ ଆମେରିକା! ଭାରତ ଉପରୁ ହଟାଇବ ଏତିକି ପ୍ରତିଶତ ଟାରିଫ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୧: ଆମେରିକା ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି। ଏହି ସମୟରେ, ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ ଦାବି…

9 months ago

India-Iran Trade: ଇରାନଠାରୁ ଏହି ଜିନିଷ କ୍ରୟ-ବିକ୍ରୟ କରିଥାଏ ଭାରତ, ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ ପରେ ଭାରତ କେତେ କ୍ଷତି ସହିବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୧: ଇରାନ ବର୍ତ୍ତମାନ ଏକ ଗମ୍ଭୀର ରାଜନୈତିକ ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଦେଶବ୍ୟାପୀ ପ୍ରତିବାଦ ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜ ସୃଷ୍ଟି କରିଛି।…

9 months ago

ଭାରତ ଉପରେ ୫୦% ଟାରିଫ୍‌ ଲଗାଇ ଏତେ ରୋଜଗାର କରୁଛି ଆମେରିକା, ବଡ଼ ଖୁଲାସା କଲେ ଟ୍ରମ୍ପ, ଜାଣିଲେ ଚକିତ ହେବେ…

ଓ୍ବାଶିଂଟନ୍‌,୬।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ରୁଷୀୟ ତୈଳ ପ୍ରସଙ୍ଗ ଉଠାଇ ଭାରତ ଉପରେ ନୂତନ ଟାରିଫ୍‌ ଲଗାଇବା ପାଇଁ ଇଙ୍ଗିତ ଦେଇଛନ୍ତି। ଆମେରିକା…

10 months ago

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସରକାର…

10 months ago

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ୩…

10 months ago

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ ଭଳି…

10 months ago

ଚାଇନା ଉପରୁ ଟାରିଫ୍‌ ହଟାଇଲେ ଟ୍ରମ୍ପ

ଓ୍ବାଶିଂଟନ,୩୦ା୧୦: ଚାଇନା ରାଷ୍ଟ୍ରପତି ଶି' ଜିନପିଙ୍ଗଙ୍କ ସହ ସାକ୍ଷାତ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନା ଉପରୁ ଟାରିଫ୍‌…

12 months ago