ତର୍କରା ଡ୍ୟାମ୍ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ, ରାଜ୍ୟ ଅଗ୍ନିଶମର ଦମକଳ ବାହିନୀ ଓ...