ଟାରିଫ୍ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍ ଉପଭୋକ୍ତା ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍ ଟାରିଫ୍ ଅଧିକ ରହିଛି। ନିୟମ ଅନୁଯାୟୀ ୟୁନିଟ୍ ପିଛା ୩ଟାଙ୍କା ଭିତରେ ରହିବା କଥା, ମାତ୍ର ଏହା ଏବେ...