ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ ମଧ୍ୟପ୍ରଦେଶରୁ ରାଜ୍ୟ ସଭା ପ୍ରାର୍ଥୀ ଭାବରେ ମନୋନୀତ କରିଥିଲା। ତରୁଣ ଚୁଗ ଭାଜପାର…