ଢାକା, ୬।୮: ଚାରିଆଡେ ପୋଡାଜଳା, ହିଂସା ଅରାଜକତାରେ ଜଳୁଛି ବାଂଲାଦେଶ। ଦେଶରେ ଅସମ୍ଭାଳ ସ୍ଥିତି। ପ୍ରଧାନମନ୍ତ୍ରୀ ପଦରୁ ଶେଖ୍ ହାସିନା ଇସ୍ତଫା ଦେଇ ଦେଶ ଛାଡିବା ପରେ…