ଆଜିଠୁ ଆଇପିଏଲ୍: ମୁହାଁମୁହିଁ ହେବେ ଏହି ୨ ଟିମ୍ ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍ ଆଇପିଏଲ୍ (ଇଣ୍ଡିଆନ ପ୍ରିମିୟର ଲିଗ୍)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ ଚାଲିବ। ଅଂଶଗ୍ରହଣକାରୀ ୧୦ଟି ଦଳକୁ ନେଇ ମୋଟ ୭୪ଟି ମ୍ୟାଚ୍ ଅନୁଷ୍ଠିତ ହେବ।…