ଏବେ ଭାରତରେ ଟାଟା ଗ୍ରୁପ ନିର୍ମାଣ କରିବ iPhone, ଆଇଟି ମନ୍ତ୍ରୀ ଦେଲେ ସୂଚନା ନୂଆଦିଲ୍ଲୀ,୨୬/୧୦: ଭାରତରେ ଏଣିକି ଟାଟା ଗ୍ରୁପ ନିର୍ମାଣ କରିବ ଆପଲ୍ ଆଇଫୋନ୍। ଏହି ଘୋଷଣା କରିଛନ୍ତି ଇଲେକ୍ଟ୍ରୋନିକ୍ସ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର। ଟାଟା ଗ୍ରୁପ୍ ସହିତ ୱିଷ୍ଟ୍ରନ୍ କାରଖାନା ଅଧିଗ୍ରହଣ ପାଇଁ ଚୁକ୍ତି ଅନୁମୋଦନ ମିଳିଛି, ଯାହା...