Tag Archives: Tathagata Satapathy

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ସଦ୍ୟ ଦୃଷ୍ଟାନ୍ତ। ୫ ସେପ୍ଟେମ୍ବର ୨୦୨୬ରେ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର ବାଗ୍‌ମତୀ ପ୍ରଦେଶ ଏବଂ ତ୍ରିଶୂଳୀ ନଦୀ ପାର୍ଶ୍ୱାଞ୍ଚଳରେ ଘଟିଥିବା ପ୍ରଳୟଙ୍କରୀ ଆକସ୍ମିକ ବନ୍ୟା…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ କରି ନିଜର ପ୍ରଭାବ ଜାହିର କରି ରଖିଛି। ପାକିସ୍ତାନ ମଧ୍ୟସ୍ଥତାରେ ଶାନ୍ତି ଆଲୋଚନାରେ…

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌ ସଂସ୍ଥା ଜଲ୍‌ଦି(ଜଷ୍ଟିସ୍‌, ଆକ୍‌ସେସ ଆଣ୍ଡ୍‌ ଲୋୟରିଂ ଡିଲେଜ୍‌ ଇନ୍‌ ଇଣ୍ଡିଆ)ର ଏକ କାର୍ଯ୍ୟକ୍ରମରେ…

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ ବୁଝିବାକୁ ହେବ ଯେ ସେହି ଶାସନର ଅନ୍ତ ଆସିଯାଇଛି। ଭାରତରେ ଦେଖାଯାଉଛି କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri